• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 27 Nov To 03 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ମନର ବଳ ଖୁବ୍ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ । ଅର୍ଥ ସାହାଯ୍ୟ ଲାଭକରି ଅଟକି ଯାଉଥିବା କାମକୁ ଅଗ୍ରଗାମୀ କରାଇବାରେ ସାହାଯ୍ୟ କରିବ ।

Scorpio

ବିଛା

Monday 27 Nov 2023

କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି । ଯାତ୍ରା କାଳରେ କୌଣସି ଦରକାରୀ ଜିନିଷ ଘରେ ଛାଡି ଦେଇପାରନ୍ତି । ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ଦେଖାସାକ୍ଷାତରୁ ଉପକୃତ ହେବେ । ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ୱାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ ଏବଂ ଗୃହରେ ସୁଖଶାନ୍ତି ବିରାଜମାନ କରିବ ।

ପ୍ରତିକାର-ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :