• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 27 Nov To 03 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ମନର ବଳ ଖୁବ୍ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ । ଅର୍ଥ ସାହାଯ୍ୟ ଲାଭକରି ଅଟକି ଯାଉଥିବା କାମକୁ ଅଗ୍ରଗାମୀ କରାଇବାରେ ସାହାଯ୍ୟ କରିବ ।

Sagittarius

ଧନୁ

Monday 27 Nov 2023

ପାରିବାରିକ ସମସ୍ୟାରେ ମନ ଭାରାକ୍ରାନ୍ତ ହେତୁ ମନୋବଳ ହ୍ରାସ ପାଇବ । ଶିଳ୍ପ, ବାଣିଜ୍ୟ ତଥା ପରିବହନ କ୍ଷେତ୍ରରେ ସ୍ଥଗିତ କାମକୁ ପୂରା କରିବେ । ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ସବୁଥିରେ ସଫଳତା ମିଳି ସମସ୍ତ ଚିନ୍ତା ଦୂର ହେବ । ଅଳ୍ପ ପରିଶ୍ରମରେ ଅଧିକ ଲାଭ ହେବ । ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହୋଇ ପରାକ୍ରମ ବଢିବା ସହ ପରିବାରରେ ସୁଖଶାନ୍ତି ଅନୁଭବ କରିବେ । ଅଟକଯାଇଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ ।

ପ୍ରତିକାର- ମା ତାରା ଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :