• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 27 Nov To 03 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ମନର ବଳ ଖୁବ୍ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ । ଅର୍ଥ ସାହାଯ୍ୟ ଲାଭକରି ଅଟକି ଯାଉଥିବା କାମକୁ ଅଗ୍ରଗାମୀ କରାଇବାରେ ସାହାଯ୍ୟ କରିବ ।

Capricorn

ମକର

Monday 27 Nov 2023

ବନ୍ଧୁଙ୍କ ପରାମର୍ଶ କ୍ରମେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିପାରନ୍ତି। ବିବାଦୀୟ ଘଟଣା ଅମୀମାଂସିତ ରହିବା କାରଣରୁ ମାନସିକ ଯନ୍ତ୍ରଣା ପାଇବେ। ସହକର୍ମୀଙ୍କ ଆଗମନକୁ ଅପେକ୍ଷା କରିବା ହେତୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ପରିବାର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତୀ ହେବେ । ପରିବାର ଜନଙ୍କଠାରୁ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତିଅନୁଭବ କରିବେ । ନୂତନ ସମ୍ପତି ଯାନବାହନ ଗୃହୋପକରଣ କ୍ରୟ କରିବାର ଯୋଜନା କରିବେ ।

ପ୍ରତିକାର-ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :