• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୯ ଡିସେମ୍ବରରୁ ୨୫ ଡିସେମ୍ବର, ଏହି ସପ୍ତାହରେ ପ୍ରେମ ସମ୍ବନ୍ଧରେ ସୁଖଦ ଉପହାର ମିଳିବ

ଏହି ସପ୍ତାହରେ ଆର୍ଥିକ କ୍ଷେତ୍ରରେ ଲାଭବାନ୍ ହେବେ,ଶାରୀରିକ ପିଡା ଓ ମାନସିକ ଅଶାନ୍ତି ଦେଖାଦେବ, ପ୍ରେମ ସମ୍ବନ୍ଧରେ ସୁଖଦ ଉପହାର ମିଳିବ । ଏହି ସପ୍ତାହରେ ଚାକିରି କ୍ଷେତ୍ରରେ ସମତା ରକ୍ଷା କରିବେ ।

Aries

ମେଷ

Monday 19 Dec 2022

ଆର୍ଥିକ କ୍ଷେତ୍ରରେ ଲାଭବାନ୍ ହେବେ । ବନ୍ଧୁଙ୍କ ସହିତ ମିଶି କିଛି ନୂତନ ଯୋନଜା ପାରନ୍ତି । କୌଣସି କାର୍ଯ୍ୟ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଇବେ । ଘର ପାଇଁ କିଛି ଆସବାବ, ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ । ବୈବାହିକ ଜୀବନରେ ମଧୁରତା ଆସିପାରେ ।

ପ୍ରତିକାର – ଓଁ କ୍ରାଂ କ୍ରୀଂ କୈା ସଃ ଭୈାମାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :