ଏହି ସପ୍ତାହରେ ଆର୍ଥିକ କ୍ଷେତ୍ରରେ ଲାଭବାନ୍ ହେବେ,ଶାରୀରିକ ପିଡା ଓ ମାନସିକ ଅଶାନ୍ତି ଦେଖାଦେବ, ପ୍ରେମ ସମ୍ବନ୍ଧରେ ସୁଖଦ ଉପହାର ମିଳିବ । ଏହି ସପ୍ତାହରେ ଚାକିରି କ୍ଷେତ୍ରରେ ସମତା ରକ୍ଷା କରିବେ ।
ଚିନ୍ତାଶୀଳ ବ୍ୟକ୍ତିଙ୍କ ମାଧ୍ୟମରେ କାର୍ଯ୍ୟ ସିଦ୍ଧ ହେବ । ପାରିବାରିକ ଜୀବନରେ ପତ୍ନୀ ପିଡା ସହ ସନ୍ତାନ ଲାଭର ଯୋଗ ରହିଛି । ଅନିଛା ସତ୍ୱେ ସ୍ଥାନାନ୍ତର ହୋଇ ପାରନ୍ତି । କର୍ମ କ୍ଷେତ୍ରରେ ବିଫଳତା ଦେଖାଦେବ । ପଢାପଢିରେ ଆଗେଇ ଚାଲିବେ ଓ ଶାନ୍ତ ରହିବେ । ନୂଆ ବ୍ୟବସାୟରେ ଅର୍ଥ ଖର୍ଚ୍ଚ ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଫିସ୍ରେ ଆପଣଙ୍କ ପରାମର୍ଶକୁ ସମ୍ମାନ କରିବେ । ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ ।
ପ୍ରତିକାର – ଓଁ ପ୍ରାଂ ପ୍ରୀଂ ପୌ ସଃ ଶନିଶ୍ୱରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮