ଏହି ସପ୍ତାହରେ ଆର୍ଥିକ କ୍ଷେତ୍ରରେ ଲାଭବାନ୍ ହେବେ,ଶାରୀରିକ ପିଡା ଓ ମାନସିକ ଅଶାନ୍ତି ଦେଖାଦେବ, ପ୍ରେମ ସମ୍ବନ୍ଧରେ ସୁଖଦ ଉପହାର ମିଳିବ । ଏହି ସପ୍ତାହରେ ଚାକିରି କ୍ଷେତ୍ରରେ ସମତା ରକ୍ଷା କରିବେ ।
ପରିଶ୍ରମ କରିଲେ ବଳକା କାମ ପୂରା ହେବ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଚାକରିରେ କ୍ଷେତ୍ରରେ ଅସୁବିଧା ଦେଖା ଦେଇପାରେ । ଶାରୀରିକ ପିଡା ଓ ମାନସିକ ଅଶାନ୍ତି ଦେଖାଦେବ । ଆପଣଙ୍କ ବିଚାରକୁ ସକାରତ୍ମକ ରଖନ୍ତୁ । ମହିଳା ମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ । ଛାତ୍ରଛାତ୍ରି ମାନେ ପଢା ପଢିରେ ନିରନ୍ତର ମନ ଦେବେ ।
ପ୍ରତିକାର – ଓଁ ହାଂ ହ୍ରୀଂ ହୈା ସଃ ସୂର୍ଯ୍ୟାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧