ମାନ ମର୍ଯ୍ୟଦାରେ ଅଭିବୃଦ୍ଧି ଘଟିବ । ସ୍ୱର୍ଣ୍ଣ ଅଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି ।
ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ପଡୋଶୀଙ୍କର ପରାମର୍ଶ ଗ୍ରହଣ କରି ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ଅନୁଷ୍ଟାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବେ । ଯାନବାହନ କ୍ଷତି, ଦୁର୍ଘଟଣା ଆଦିର ଭୟ ଦେଖା ଦେଇପାରେ । ଆପଣଙ୍କର କର୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ବ୍ୟବସାୟରେ ତ୍ୱରନ୍ତ ଫଇସଲା ଫଳପ୍ରଦ ହୋଇପାରେ ।
ପ୍ରତିକାର- ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ୨୧ଥର ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩