• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 19 Feb To 25 Feb 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ଅନୁଭବ କରିବେ ।

Aries

ମେଷ

Monday 19 Feb 2024

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ଅନୁଭବ କରିବେ । କର୍ମ କ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ । କଳା, ସାହିତ୍ୟ, ସଙ୍ଗୀତ ଓ ରଚନାତ୍ମକ କାର୍ଯ୍ୟରେ ପ୍ରଶଂସିତ ହେବେ । ଆଶା କରୁଥିବା ଧନ ସକାଶେ କଳହ ଓ ବିତର୍କ ସୃଷ୍ଟି ହେବାର ସୂଚନା ରହିଛି । ବାଧ୍ୟବାଧକତାବଶତଃ ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ ।

ପ୍ରତିକାର- ସୂର୍ଯ୍ୟ ଦେବଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :