• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 19 Feb To 25 Feb 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ଅନୁଭବ କରିବେ ।

Taurus

ବୃଷ

Monday 19 Feb 2024

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଅସ୍ଥିରତା ଲାଗି ରହିବା କାରଣରୁ ଭାବୁଥିବେ ଗୋଟିଏ କଥା କିନ୍ତୁ କଲା ବେଳକୁ ଆଉ ଗୋଟିଏ କାମ କରିପାରନ୍ତି । ନିଜ ଲୋକ କେହି ହଇରାଣରେ କରିପାରନ୍ତି । କେତେକ ଗୁରୁତ୍ୱପୂର୍ଣ୍ଣ କାମ ପାଇଁ ଖର୍ଚ୍ଚଭାର ବୃଦ୍ଧି ପାଇବାରୁ ମନରେ ସରସତା ରହିବ ନାହିଁ । ରାଜନୀତିରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ ।

ପ୍ରତିକାର- ମା କମଳାଙ୍କର ପୂଜା ଅର୍ଚ୍ଚନା କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :