• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 19 Feb To 25 Feb 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ଅନୁଭବ କରିବେ ।

Aquarius

କୁମ୍ଭ

Monday 19 Feb 2024

ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ନଷ୍ଟ ହୋଇଥିବା ପ୍ରତିଷ୍ଠା ପୂର୍ନବାର ଫେରିପାଇ ସମ୍ମାନିତ ହେବେ । ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ । କଠିନ କାର୍ଯ୍ୟ ସହଜରେ ସମାଧାନ ହୋଇଯିବ । କ୍ରୀଡା, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ ।

ପ୍ରତିକାର- ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :