• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 19 Feb To 25 Feb 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ଅନୁଭବ କରିବେ ।

Pisces

ମୀନ

Monday 19 Feb 2024

ଯାତ୍ରାରେ ସମୟ କଟିବ ଓ ସଶ୍ରମ ଦ୍ୱାରା ଲାଭ ପାଇବେ । କମିଶନ କାର୍ଯ୍ୟରେ ଲାଭ ହେବାର ବହୁତ ସମ୍ଭାବନା ଅଛି । ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ । ଲୁହା, କାଠ, କୋଇଲାରୁ ଯଥେଷ୍ଟ ଲାଭ ଉଠାଇବେ । ଗୁରୁଜନଙ୍କ ସେବା ସହମତିରେ ଆଗକୁ ବଢିପାରିବେ । କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ । କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ ।

ପ୍ରତିକାର- ଅଶ୍ୱତଥ୍ ଗଛ ମୂଳେ ଘିଅ ଦୀପ ଜଳାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :