ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ଅନୁଭବ କରିବେ ।