• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 19 Feb To 25 Feb 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ଅନୁଭବ କରିବେ ।

Gemini

ମିଥୁନ

Monday 19 Feb 2024

କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବା ସହ ଶୁଭ ସୂଚନା ମଧ୍ୟ ପାଇବେ । ବ୍ୟବସାୟୀମାନେ ଆବଶ୍ୟକତାଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ ।

ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :