• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 19 Feb To 25 Feb 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ଅନୁଭବ କରିବେ ।

Cancer

କର୍କଟ

Monday 19 Feb 2024

ବ୍ୟବସାୟରେ ଶତ୍ରୁମାନେ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଇତ୍ୟାଦି ହୋଇଥିଲେ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ନୂତନ ଯୋଜନାରେ ସଫଳତା ମିଳିବ । ବିଦ୍ୟାର୍ଥିମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବା ସହ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ବିଜୟୀ ହୋଇ ସମ୍ମାନିତ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା, ପରୀକ୍ଷା ଓ ସାକ୍ଷାତକାରରେ ଯଶସ୍ୱୀ ହେବେ ।

ପ୍ରତିକାର- ଗୁରୁଜନମାନଙ୍କ ଚରଣ ସ୍ପର୍ଶ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :