• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 19 Feb To 25 Feb 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ଅନୁଭବ କରିବେ ।

Leo

ସିଂହ

Monday 19 Feb 2024

ପ୍ରେମିକା ପ୍ରେମିକା ମାନଙ୍କର ମାନସିକ ଦୁଶ୍ଚିନ୍ତା ଦୂର ହୋଇ ପ୍ରେମ କ୍ଷେତ୍ରରେ ଶାନ୍ତି ମିଳିବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଶିଳ୍ପବାଣିଜ୍ୟ କ୍ଷେତ୍ରରେ ଆଶାନୁରୂପ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମଚାରୀଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଅଧିକାରୀ କାମରେ ପ୍ରସନ୍ନ ରହି କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଦୂରଯାତ୍ରାରେ ଆଶା ମୁତାବକ ଫଳ ପାଇବେ । ଆକସ୍ମିକ ଧନପ୍ରାପ୍ତି ହେବାର ସୁଯୋଗ ରହିଛି ।

ପ୍ରତିକାର- ମାତଙ୍ଗୀଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :