• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 19 Feb To 25 Feb 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ଅନୁଭବ କରିବେ ।

Virgo

କନ୍ୟା

Monday 19 Feb 2024

ସ୍ୱାସ୍ଥ୍ୟ ଭଲ ରହିବା ସହିତ ମନ ପ୍ରସନ୍ନ ରହିବ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଭଲ କାର୍ଯ୍ୟ କରି ପଦୋନ୍ନତି ପାଇବେ । ଉଚ୍ଚ ପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ । ନୂତନ ଗୃହସୁଖ ଓ ଯାନବାହାନ ସୁଖ ମିଳିବ । ବିଦ୍ୟାର୍ଥିମାନେ ବିଦ୍ୟାରେ ଉନ୍ନତି କରିବା ସହ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ । ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବ । ଜନ ସମ୍ପର୍କ ବୃଦ୍ଧି ପାଇବ । ବକେୟା ଅର୍ଥ କିଛି ମିଳିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ ।

ପ୍ରତିକାର- ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :