• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 19 Feb To 25 Feb 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ଅନୁଭବ କରିବେ ।

Libra

ତୁଳା

Monday 19 Feb 2024

ପାରିବାରିକ କ୍ଷେତ୍ରରେ ସ୍ନେହ-ସଦ୍ଭାବ ବଜାୟ ରହିବ । ନୂତନକର୍ମ ନିଯୁକ୍ତି ପାଇବେ । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ଉଚ୍ଚ ପଦାଧିକାରୀ ମାନଙ୍କୁ ବିରୋଧୀ ନ କରିବାକୁ ବିଶେଷ ସତର୍କ ରହିବା ଆବଶ୍ୟକ । ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ଦେଖାଯିବ । ଉଚ୍ଚଶିକ୍ଷା ନିମନ୍ତେ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ ।

ପ୍ରତିକାର- ମିଠାଦହି ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :