• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 19 Feb To 25 Feb 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ଅନୁଭବ କରିବେ ।

Scorpio

ବିଛା

Monday 19 Feb 2024

ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହବାର ସମ୍ଭାବନା ରହିଛି । ନୂଆ ନୂଆ ଉପାୟ ଚିନ୍ତା କରିବେ । ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଗୃହରେ ସୁଖଶାନ୍ତି ବଜାୟ ରହିବ । ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ । ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ବାଧ୍ୟ ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ ।

ପ୍ରତିକାର- ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :