• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 19 Feb To 25 Feb 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ଅନୁଭବ କରିବେ ।

Sagittarius

ଧନୁ

Monday 19 Feb 2024

ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେଶୀ ଉପକୃତ ହେବେ । ଜନ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଭଲ ଆୟର ପଥ ପରିଷ୍କାର କରିବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସାହଜରେ ସମାଧାନ ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । କୋର୍ଟ କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ ।

ପ୍ରତିକାର- ବାମନଙ୍କ ବିଗ୍ରହଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :