• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 19 Feb To 25 Feb 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ଅନୁଭବ କରିବେ ।

Capricorn

ମକର

Monday 19 Feb 2024

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ସନ୍ତାନ ମାନେ ବିଦ୍ୟାରେ ଉନ୍ନତି କରିବେ । ଯୌଥ ପରିବାର ସମ୍ପର୍କୀୟ ଜମିବାଡି ନେଇ କେତେକ ସମସ୍ୟା ସହଜରେ ସମାଧାନ ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ବଡନେତାଙ୍କୁ ସନ୍ତୁଷ୍ଟ କରି ସୁଖ ଶାନ୍ତିରେ ଦିନ କଟାଇବେ ।

ପ୍ରତିକାର- ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :