• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୩ ଫେବୃଆରୀରୁ ୧୯ ଫେବୃଆରୀ ୨୦୨୩: ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ

ଏହି ସପ୍ତାହରେ ପ୍ରେମରେ ସଫଳତା ମିଳିବ । ଚାକିରିଆଙ୍କୁ ବିଶେଷ ସଫଳତା ହାସଲ ହେବ। । ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ ।

Aries

ମେଷ

Monday 13 Feb 2023

ନିଜକୁ ସୁସ୍ଥ ଅନୁଭବ କରିବେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ । ଅଫିସ୍ରେ ପଦୋନ୍ନତିର ସୁଯୋଗ ରହିଛି । ବ୍ୟବସାୟରେ ଅ˚ଶୀଦାର ସହିତ ଜରୁରୀ ଆଲୋଚନା କରିବେ। ପିଲା ଦିନର ସାଙ୍ଗଙ୍କ ପ୍ରୀତିଭୋଜନକୁ ଯାଇପାରନ୍ତି । ମନରେ ନୂଆ ନୂଆ ବିଚାର ଆସିବ।

ପ୍ରତିକାର – ଓଁ କ୍ରାଂ କ୍ରୀଂ କୈା ସଃ ଭୈାମାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :