• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୩ ଫେବୃଆରୀରୁ ୧୯ ଫେବୃଆରୀ ୨୦୨୩: ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ

ଏହି ସପ୍ତାହରେ ପ୍ରେମରେ ସଫଳତା ମିଳିବ । ଚାକିରିଆଙ୍କୁ ବିଶେଷ ସଫଳତା ହାସଲ ହେବ। । ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ ।

Taurus

ବୃଷ

Monday 13 Feb 2023

ବେପାରରେ ଅଚାନକ ଫାଇଦା ହେବ । କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ଦୃଢ଼ ନିଷ୍ପତ୍ତି ନେବେ । କୌଣସି ଜରୁରୀ କାମରେ ଯାତ୍ରାରେ ଯିବେ । ନୂଆ ଲୋକଙ୍କ ସହିତ ମିଶିବାର ଅବସର ପାଇବେ । ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ। ସ˚ପର୍କୀୟଙ୍କ ସାହାଯ୍ୟରେ ଆପଣଙ୍କ କାମ ପୂରା ହେବ।

ପ୍ରତିକାର – ଓଁ ବ୍ରାଂ ବ୍ରୀଂ ବୈା ସଃ ବୁଧାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :