• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୩ ଫେବୃଆରୀରୁ ୧୯ ଫେବୃଆରୀ ୨୦୨୩: ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ

ଏହି ସପ୍ତାହରେ ପ୍ରେମରେ ସଫଳତା ମିଳିବ । ଚାକିରିଆଙ୍କୁ ବିଶେଷ ସଫଳତା ହାସଲ ହେବ। । ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ ।

Aquarius

କୁମ୍ଭ

Monday 13 Feb 2023

ବ୍ୟବସାୟରେ ଉନ୍ନତି ହେବ । ମୂଲ୍ୟବାନ ଦ୍ରବ୍ୟ କିଣିପାରନ୍ତି । ପରିବାରରେ ଶାନ୍ତି ବଜାୟ ରହିବ । ସ୍ୱାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ । ପ୍ରେମରେ ସଫଳତା ମିଳିବ । ନୂଆ ଚାକିରୀ ପାଇପାରନ୍ତି । କୌଣସି କରାଣରୁ ମନ ଅସାନ୍ତ ରହିବ । ଦେଇଥିବା ଟଙ୍କା ଫେରି ପାଇବେ । ପୁରୁଣା ବନ୍ଧୁଙ୍କ ସହିତ ମିଳନ ହୋଇପାରେ ।

ପ୍ରତିକାର – ଓଁ ପ୍ରାଂ ପ୍ରୀଂ ପୌ ସଃ ଶନିଶ୍ୱରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :