• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୩ ଫେବୃଆରୀରୁ ୧୯ ଫେବୃଆରୀ ୨୦୨୩: ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ

ଏହି ସପ୍ତାହରେ ପ୍ରେମରେ ସଫଳତା ମିଳିବ । ଚାକିରିଆଙ୍କୁ ବିଶେଷ ସଫଳତା ହାସଲ ହେବ। । ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ ।

Pisces

ମୀନ

Monday 13 Feb 2023

ନିଜ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଅଧିକ ଖର୍ଚ୍ଚ କରନ୍ତୁ ନାହିଁ । ପ୍ରେମିକା-ପ୍ରେମିକଙ୍କ ପାଇଁ ଦିନଟି ଉତ୍ତମ । ସାମାଜିକ କାର‌୍ୟ୍ୟରେ ଯୋଗ ଦେଇପାରନ୍ତି । ପୂଜାର୍ଚ୍ଚନାରେ ଅଧିକ ସମୟ ବିତାଇବେ । ପୂର୍ବ ଅପେକ୍ଷା ଆୟ ବୃଦ୍ଧି ହେବ।ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟ କ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ଦୂର ହେବ

ପ୍ରତିକାର – ଓଁ ଗ୍ରାଂ ଗ୍ରୀଂ ଗୈା ସଃ ଗୁରବେ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :