• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୩ ଫେବୃଆରୀରୁ ୧୯ ଫେବୃଆରୀ ୨୦୨୩: ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ

ଏହି ସପ୍ତାହରେ ପ୍ରେମରେ ସଫଳତା ମିଳିବ । ଚାକିରିଆଙ୍କୁ ବିଶେଷ ସଫଳତା ହାସଲ ହେବ। । ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ ।

Gemini

ମିଥୁନ

Monday 13 Feb 2023

ଇଚ୍ଛା ପୂରା କରିବାର ପ୍ରୟାସ ସଫଳ ହେବ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ। ଛାତ୍ରଙ୍କୁ କ୍ୟାରିୟର ଗଢ଼ିବା ଲାଗି ଅନୁଭବୀଙ୍କ ପରାମର୍ଶ ମିଳିବ । ବେପାରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ନୂଆ ଦାୟିତ୍ବ ମିଳିପାରେ। ଜୀବନସାଥୀଙ୍କୁ ସୁନ୍ଦର ଉପହାର ଦେବେ।

ପ୍ରତିକାର – ଓଁ ହାଂ ହ୍ରୀଂ ହୈା ସଃ ସୂର‌୍ୟ୍ୟାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :