• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୩ ଫେବୃଆରୀରୁ ୧୯ ଫେବୃଆରୀ ୨୦୨୩: ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ

ଏହି ସପ୍ତାହରେ ପ୍ରେମରେ ସଫଳତା ମିଳିବ । ଚାକିରିଆଙ୍କୁ ବିଶେଷ ସଫଳତା ହାସଲ ହେବ। । ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ ।

Leo

ସିଂହ

Monday 13 Feb 2023

ଦିନଟି ଆପଣଙ୍କ ଲାଗି ଲାଭପ୍ରଦ ରହିବ । ଚାକିରିଆଙ୍କୁ ବିଶେଷ ସଫଳତା ହାସଲ ହେବ। ଖାଦ୍ୟଶସ୍ୟ ବ୍ୟବସାୟୀମାନେ ବଡ଼ ଡିଲ୍ କରିପାରନ୍ତି । ରାଜନୀତିକ କାର‌୍ୟ୍ୟରେ ରୁଚି ବଢ଼ିବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିବିେଶଷ ଦୂରସ୍ଥାନକୁ ଯିବାର ଯୋଗ ରହିଛି । ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ।

ପ୍ରତିକାର – ଓଁ ହାଂ ହ୍ରୀଂ ହୈା ସଃ ସୂର‌୍ୟ୍ୟାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :