• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୩ ଫେବୃଆରୀରୁ ୧୯ ଫେବୃଆରୀ ୨୦୨୩: ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ

ଏହି ସପ୍ତାହରେ ପ୍ରେମରେ ସଫଳତା ମିଳିବ । ଚାକିରିଆଙ୍କୁ ବିଶେଷ ସଫଳତା ହାସଲ ହେବ। । ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ ।

Virgo

କନ୍ୟା

Monday 13 Feb 2023

ସବୁକଥାକୁ ଭଲରୂପେ ବିଚାର ପୂର୍ବକ କାମ କରି ଆଗକୁ ବଢିବା ଠିକ୍ ହେବ । ଆଜି ବନ୍ଧୁଗୃହକୁ ଯାତ୍ରା କରିବାକୁ ବାଧ୍ୟ ହେବେ। କାମ ହାସଲ ସକାଶେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି । ବ୍ୟବସାୟ,ବାଣିଜ୍ୟ,ପରିବହନ, ନିର୍ମାଣ, ପ୍ରଶାସନ ଓ ଆଇନ କ୍ଷେତ୍ରରେ ସମସ୍ୟା ସମାଧାନ ହେବାର ସୂଚନାପ୍ରାପ୍ତ ହେବ।

ପ୍ରତିକାର – ଓଁ ବ୍ରାଂ ବ୍ରୀଂ ବୈା ସଃ ବୁଧାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :