• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୩ ଫେବୃଆରୀରୁ ୧୯ ଫେବୃଆରୀ ୨୦୨୩: ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ

ଏହି ସପ୍ତାହରେ ପ୍ରେମରେ ସଫଳତା ମିଳିବ । ଚାକିରିଆଙ୍କୁ ବିଶେଷ ସଫଳତା ହାସଲ ହେବ। । ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ ।

Libra

ତୁଳା

Monday 13 Feb 2023

ଆଜି ଆଗାମୀ ସମୟର ଅନାଗତ ସମସ୍ୟା ବିଷୟ ଚିନ୍ତାକରି ମନରେ ସରସତା ଆଗଭଳି ରହିବ ନାହିଁ। ନିର୍ମାଣ କାର‌୍ୟ୍ୟ, ମାଲିମକଦ୍ଦମା, କ୍ରୟବାଣିଜ୍ୟ, ବ୍ୟବସାୟରେ ସ୍ଥିତି ଅନୁକୂଳ ହୋଇପାରେ। ସହକର୍ମୀ ମାନଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ପରିବହନରେ କିଛି ସମସ୍ୟା ଦେଖାଦେବ କିନ୍ତୁ ସେଥିରୁ ସହଜରେ ମୁକୁଳି ଯିବେ । ସହକର୍ମୀ ମାନଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ

ପ୍ରତିକାର – ଓଁ ଦ୍ରାଂ ଦ୍ରୀଂ ଦୈା ସଃ ଶୁକ୍ରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :