• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୩ ଫେବୃଆରୀରୁ ୧୯ ଫେବୃଆରୀ ୨୦୨୩: ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ

ଏହି ସପ୍ତାହରେ ପ୍ରେମରେ ସଫଳତା ମିଳିବ । ଚାକିରିଆଙ୍କୁ ବିଶେଷ ସଫଳତା ହାସଲ ହେବ। । ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ ।

Scorpio

ବିଛା

Monday 13 Feb 2023

ଆଜି ଦିନଟିରେ ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବେ । ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହାକି ବ୍ୟସ୍ତତାର କାରଣ ହୋଇପାରେ । ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି । ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ଅପରାହ୍ନେ ଆଶା କରୁଥିବା କାମ ହୋଇଯିବ। ଛାତ୍ରଛାତ୍ରୀ ପରୀକ୍ଷାକୁ ନେଇ ଚିନ୍ତାରେ ରହିବେ ।

ପ୍ରତିକାର – ଓଁ କ୍ରାଂ କ୍ରୀଂ କୈା ସଃ ଭୈାମାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :