• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୩ ଫେବୃଆରୀରୁ ୧୯ ଫେବୃଆରୀ ୨୦୨୩: ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ

ଏହି ସପ୍ତାହରେ ପ୍ରେମରେ ସଫଳତା ମିଳିବ । ଚାକିରିଆଙ୍କୁ ବିଶେଷ ସଫଳତା ହାସଲ ହେବ। । ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ ।

Capricorn

ମକର

Monday 13 Feb 2023

ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ । କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ବ୍ୟବସାୟୀମାନେ କୌଶଳରେ କାର‌୍ୟ୍ୟ ହାସଲ କରିବେ । ମହିଳାମାନେ ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ।

ପ୍ରତିକାର – ଓଁ ପ୍ରାଂ ପ୍ରୀଂ ପୌ ସଃ ଶନିଶ୍ୱରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :