• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୦ ଫେବୃଆରୀରୁ ୨୬ ଫେବୃଆରୀ ୨୦୨୩: ଏହି ସପ୍ତାହରେ ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ

ଏହି ସପ୍ତାହରେ କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଏହି ସପ୍ତାହରେ ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ ।

Aries

ମେଷ

Monday 20 Feb 2023

ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ । ଅଫିସ୍ରେ ଆପଣଙ୍କର କାମରେ ପ୍ରଂଶସା ହେବ । ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ । କର୍ମ କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ କୈାଣସି ଭୁଲ୍ କାମରେ ଫସିଯିବେ । ପରିବାରରେ ଅଯଥା ଝଗଡା ବଢିଯିବା ଫଳରେ ନିଜେ ଲଜ୍ଜିତ ହେବ ।

ପ୍ରତିକାର - “ଓଁ ହ୍ରୀଂ ଶ୍ରୀଂ ଲକ୍ଷ୍ମୀ ନାରାୟଣାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :