• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୦ ଫେବୃଆରୀରୁ ୨୬ ଫେବୃଆରୀ ୨୦୨୩: ଏହି ସପ୍ତାହରେ ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ

ଏହି ସପ୍ତାହରେ କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଏହି ସପ୍ତାହରେ ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ ।

Taurus

ବୃଷ

Monday 20 Feb 2023

ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନ ମୁତାବକ ଲାଭବାନ୍ ହୋଇପାରିବ । ସହକର୍ମୀଙ୍କ ସହ ଶତୃତା ଦୂରେଇ ଯିବ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାରେ ଉତ୍କୃଷ୍ଟ ଫଳ ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି । ଆର୍ଥିକ ସମସ୍ୟାରୁ ଚୁକ୍ତି ମିଳିବ ବା ପୂର୍ବରୁ କରିଥିବା ଋଣରୁ ମୁକ୍ତି ପାଇ ପାରିବେ

ପ୍ରତିକାର -“ଓଁ ଗୋପାଳାୟ ଉତରଧ୍ୱଜାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :