• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୦ ଫେବୃଆରୀରୁ ୨୬ ଫେବୃଆରୀ ୨୦୨୩: ଏହି ସପ୍ତାହରେ ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ

ଏହି ସପ୍ତାହରେ କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଏହି ସପ୍ତାହରେ ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ ।

Aquarius

କୁମ୍ଭ

Monday 20 Feb 2023

ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ୱାରା ଲାଭ ପାଇବେ ଓ ଆଗକୁ ବଢିବା ସମ୍ଭବ ହେବ । ଦୂରଯାତ୍ରା କରିବାର ସୁଯୋଗ ପାଇ ବିଶେଷ ଆନନ୍ଦ ହେବେ । ପୂର୍ବସମସ୍ୟା ସମାଧାନ ହୋଇ ବ୍ୟବସାୟ ବିସ୍ତାର କରିବାକୁ ଯୋଜନା କରି ପାରିବେ । କୈାଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ଶାରୀରିକ ସୁସ୍ଥତା ଦେଖା ଦେବା ସହ ହରାଇ ଥିବା ଧନ ପ୍ରାପ୍ତି ହେବ । ଧାର୍ମିକ କାର‌୍ୟ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ

ପ୍ରତିକାର - “ଓଁ ଶ୍ରୀଂ ଉପେନ୍ଦ୍ରାୟ ଅଚ୍ୟୁତାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :