• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୦ ଫେବୃଆରୀରୁ ୨୬ ଫେବୃଆରୀ ୨୦୨୩: ଏହି ସପ୍ତାହରେ ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ

ଏହି ସପ୍ତାହରେ କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଏହି ସପ୍ତାହରେ ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ ।

Gemini

ମିଥୁନ

Monday 20 Feb 2023

ବ୍ୟବସାୟରେ ଉନ୍ନତି ହେବ । ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । ରାଜନେତାଙ୍କ ପାଇଁ ଦିନଟି ଭଲ ରହିବ । ନିଜ କ୍ରୋଧ ଉପରେ ଆୟତ ରଖନ୍ତୁ । ସରକାରୀ କ୍ଷେତ୍ରରେ ଲାଭ ହେବାର ସମ୍ଭାବନା ଅଛି । ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ସନ୍ତାନର ସଫଳତା ଯୋଗୁଁ ଖୁସିର ପରିବେଶ ରହିବ

ପ୍ରତିକାର -“ ଓଁ କ୍ଲୀଂ କୃଷ୍ଣାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :