• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୦ ଫେବୃଆରୀରୁ ୨୬ ଫେବୃଆରୀ ୨୦୨୩: ଏହି ସପ୍ତାହରେ ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ

ଏହି ସପ୍ତାହରେ କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଏହି ସପ୍ତାହରେ ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ ।

Cancer

କର୍କଟ

Monday 20 Feb 2023

ସୁଖ, ସମ୍ପଦ ପ୍ରାପ୍ତି ହେବା ସହ ନୂଆ କାର‌୍ୟ୍ୟ କିଛି ଆରମ୍ଭ କରିବା ପାଇଁ ମନ ବଳେଇବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ବ୍ୟବସାୟ ସଂସ୍ଥାନ ସାଫଲ୍ୟ ଦାୟକ ହେବ । ବାଦବିବାଦ ଠାରୁ ଦୂରେଇ ରହିବାକୁ ଚେଷ୍ଟା କରନ୍ତୁ ନଚେତ୍ ବହୁତ ସମସ୍ୟାର ସମ୍ମୁଖିନ ହେବାକୁ ପଡିପାରେ । ଯେଉଁ ବ୍ୟକ୍ତି ମାନେ ନୂଆ ଚାକିରି ଚାହୁଁଛନ୍ତି ସେମାନେ ଏଥିରେ ସଫଳ ହେବେ ବିଦ୍ୟାର୍ଥୀ ମାନେ ଶିକ୍ଷାକ୍ଷେତ୍ରରେ ଅତ୍ୟନ୍ତ ଶୁଭ ଫଳ ପାଇବେ

ପ୍ରତିକାର - “ଓଁ ହିରଣ୍ୟଗର୍ଭାୟ ଅବ୍ୟକ୍ତରୂପିଣେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :