• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୦ ଫେବୃଆରୀରୁ ୨୬ ଫେବୃଆରୀ ୨୦୨୩: ଏହି ସପ୍ତାହରେ ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ

ଏହି ସପ୍ତାହରେ କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଏହି ସପ୍ତାହରେ ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ ।

Leo

ସିଂହ

Monday 20 Feb 2023

ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ । ବ୍ୟବସାୟୀଙ୍କୁ ଲାଭ ମିଳିବ । ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ । ଉପଯୁକ୍ତ ଯୋନଜା ଦ୍ୱାରା କ୍ୟାରିୟରରେ ପରିବର୍ତନ ଭବିଷ୍ୟତ ଲାଗି ଲାଭଦାୟକ । ବିବାଦଠୁ ଦୂରରେ ରୁହନ୍ତୁ । ବାହନ କିଣିବା ଲାଗି ଆଗ୍ରହ ବଢିବ । ଚାକିରିରେ ପଦୋନ୍ନତି ମିଳିପାରେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ପ୍ରେମିକାକୁ ମନର କଥା କହିବେ । ଘରୋଇ ଚାକିରିଆଙ୍କ ଲାଗି ଦିନଟି ଭଲ ରହିବ

ପ୍ରତିକାର - “ଓଁ କ୍ଳୀଂ ବ୍ରହ୍ମଣେ ଜଗଦାଧାରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :