• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୦ ଫେବୃଆରୀରୁ ୨୬ ଫେବୃଆରୀ ୨୦୨୩: ଏହି ସପ୍ତାହରେ ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ

ଏହି ସପ୍ତାହରେ କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଏହି ସପ୍ତାହରେ ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ ।

Libra

ତୁଳା

Monday 20 Feb 2023

ନୂଆ କାମରେ ରୁଚି ବଢିବ । ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ । ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିରେ ପ୍ରସ୍ତାବ ମିଳିପାରେ । ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ । ଉଚ୍ଚ କର୍ମ କର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବ । ହଜମ ଶକ୍ତି ଓ ପେଟ ରୋଗ ମଧ୍ୟ ଦେଖାଦେବ

ପ୍ରତିକାର - “ଓଁ ତତ୍ୱ ନିରଞନାୟ ତାରକରାମାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :