ଏହି ସପ୍ତାହରେ କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଏହି ସପ୍ତାହରେ ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ ।
ପରିବାରରେ ସୁଖ ଶାନ୍ତିର ପରିବେଶ ରହିବ । ବେପାରୀ ବର୍ଗଙ୍କୁ ଅଚାନକ ଧନଲାଭ ହେବ । ଅଫିସ୍ରେ ଆପଣଙ୍କ କାମରେ ଖୁସି ହୋଇ କର୍ତୁପକ୍ଷ ଉପହାର ଦେବେ । ଶାନ୍ତ ରହି ପ୍ରଥମେ ନିଜର ପ୍ରାଥମିକତା ସି୍ଥର କରନ୍ତୁ ନିଜର ବ୍ୟବହାର ନମ୍ର ରଖନ୍ତୁ । ମହିଳା ମାନଙ୍କର ଦିନଟି ଶୁଭ ରହିବ । ରାଜନେତାଙ୍କ ସାମାଜିକ ସ୍ଥର ବଢିବ । ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ
ପ୍ରତିକାର - “ଓଁ ନାରାୟଣାୟ ସୁରସିଂହାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯