• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୦ ଫେବୃଆରୀରୁ ୨୬ ଫେବୃଆରୀ ୨୦୨୩: ଏହି ସପ୍ତାହରେ ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ

ଏହି ସପ୍ତାହରେ କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଏହି ସପ୍ତାହରେ ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ ।

Sagittarius

ଧନୁ

Monday 20 Feb 2023

ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । କ୍ୟାରିୟର ଗଢିବା ପାଇଁ ନୂଆ ସୁଯୋଗ ପାଇବେ । ଜମି କିଣିବା ଲାଗି ସୁନ୍ଦର ଯୋଗ ଅଛି । ପୁଞିବଜାରରେ ନିବେଶ କଲେ ଭବିଷ୍ୟତରେ ଲାଭ ପାଇବେ । ପ୍ରଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ । ମନର ନକାରାତ୍ମକତା ଦୂର ହୋଇ ଉଚ୍ଚଶିକ୍ଷାରେ ସଫଳତା ପାଇବେ । ବ୍ୟବସାୟରେ ନୂତନ ଚୁକ୍ତିନାମା ପାଇବା ସମ୍ଭାବନା ଅଛି

ପ୍ରତିକାର - “ଓଁ ଶ୍ରୀଂ ଦେବକୃଷ୍ଣାୟ ଉର୍ଦ୍ଧ୍ୱଷଂତାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :