• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୦ ଫେବୃଆରୀରୁ ୨୬ ଫେବୃଆରୀ ୨୦୨୩: ଏହି ସପ୍ତାହରେ ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ

ଏହି ସପ୍ତାହରେ କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଏହି ସପ୍ତାହରେ ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ ।

Capricorn

ମକର

Monday 20 Feb 2023

ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ । ବ୍ୟବସାୟରେ ନୂଆ ସୁଯୋଗ ଓ କାମ ପାଇବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବେ । ପରିବାରରେ କୈାଣସି ବ୍ୟକ୍ତିଙ୍କର ନୂତନ କର୍ମ ନିଯୁକ୍ତିର ସୁଯୋଗ ଆସିପାରେ । ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ

ପ୍ରତିକାର - “ଓଁ ଶ୍ରୀଂ ବତ୍ସଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :