• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୭ ଫେବୃଆରୀରୁ ୫ ମାର୍ଚ୍ଚ ୨୦୨୩: ଏହି ସପ୍ତାହରେ ଜାଗା, ଜମି ଆଦି କ୍ରୟ କରିବାର ସୁଯୋଗ ଅଛି

ଏହି ସପ୍ତାହରେ ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ବୃଦ୍ଧି ପାଇବ । ଏହି ସପ୍ତାହରେ ବାସସ୍ଥାନ ବା ଯାନବାହନର ନବୀକରଣ ସୁଯୋଗ ପ୍ରାପ୍ତି ହେବ । ଏହି ସପ୍ତାହରେ ଜୀବନ ସାଥୀଙ୍କ ସହିତ ଖୁସିରେ ସମୟ ବିତାଇବେ

Aries

ମେଷ

Monday 27 Feb 2023

ପରିବାର ତଥା କୁଟୁମ୍ଭରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଆୟୋଜନ କରିପାରିବେ । ଶ୍ରମିକ ଓ କର୍ମଚାରୀ ମାନେ କଠିନ ପରିଶ୍ରମ କରିବେ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱ ପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ । ଅବିବାହିତ ଯୁବକ ଯୁବତୀ ମାନେ ବିବାହ କରିବାର ସୁଯୋଗ ପାଇବେ । ଗୃହ ନିର୍ମାଣ କରିବାରେ ଅଧିକ ଖର୍ଚ୍ଚ କରିବାକୁ ପଡିବ ।

ପ୍ରତିକାର- “ଓଁ ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :