ଏହି ସପ୍ତାହରେ ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ବୃଦ୍ଧି ପାଇବ । ଏହି ସପ୍ତାହରେ ବାସସ୍ଥାନ ବା ଯାନବାହନର ନବୀକରଣ ସୁଯୋଗ ପ୍ରାପ୍ତି ହେବ । ଏହି ସପ୍ତାହରେ ଜୀବନ ସାଥୀଙ୍କ ସହିତ ଖୁସିରେ ସମୟ ବିତାଇବେ
ସାଧାରଣ ଲୋକଙ୍କୁ ସାହାର୍ଯ୍ୟ କରି ଖୁସି ଅନୁଭବ କରିବେ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତା ଓ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ । ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ୱ ଲାଭ କରିବେ । ଯେଉଁ କାର୍ଯ୍ୟ କରିବାକୁ ଚେଷ୍ଟା କରିବେ, ତାହା ସହଜରେ ସମ୍ପୂର୍ଣ୍ଣ ହୋଇଯିବ ।
ପ୍ରତିକାର- “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫