• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୬ ଫେବୃଆରୀରୁ ୧୨ ଫେବୃଆରୀ ୨୦୨୩: ଏହି ସପ୍ତାହରେ ଆପଣଙ୍କୁ ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିବ

ଏହି ସପ୍ତାହରେ ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି । ନୂଆ ବ୍ୟବସାୟରେ ଅର୍ଥ ଖର୍ଚ୍ଚ ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଏହି ସପ୍ତାହରେ ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିବ ।

Aries

ମେଷ

Tuesday 07 Feb 2023

ଚାକିରି କ୍ଷେତ୍ରରେ ସମତା ରକ୍ଷା କରିବେ । ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି । ରାଜନୀତିରେ ସଂପୂର୍ଣ୍ଣ ବିଫଳ ହେବେ । କାର‌୍ୟ୍ୟହାନି ଓ ମାନହାନି ଘଟିପାରେ । ଶତୃ ଭୟ ସଦାସର୍ବଦା ଦେଖାଦେବ । ଏତେ ସବୁ ଅସୁବିଧା ଭିତରେ ମଧ୍ୟ ସବୁ ସମସ୍ୟାର ସମାଧାନ କରି ଆଗକୁ ଆଗେଇବେ ।

ପ୍ରତିକାର- ଶ୍ରୀ ହନୁମାନଙ୍କ ପାଖରେ ପେଡା ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :