ଏହି ସପ୍ତାହରେ ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି । ନୂଆ ବ୍ୟବସାୟରେ ଅର୍ଥ ଖର୍ଚ୍ଚ ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଏହି ସପ୍ତାହରେ ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିବ ।
ପାରିବାରିକ ଜୀବନରେ ପତ୍ନୀ ପିଡା ସହ ସନ୍ତାନ ଲାଭର ଯୋଗ ରହିଛି । ଅନିଛା ସତ୍ୱେ ସ୍ଥାନାନ୍ତର ହୋଇ ପାରନ୍ତି । କର୍ମ କ୍ଷେତ୍ରରେ ବିଫଳତା ଦେଖାଦେବ । ପଢାପଢିରେ ଆଗେଇ ଚାଲିବେ ଓ ଶାନ୍ତ ରହିବେ । ନୂଆ ବ୍ୟବସାୟରେ ଅର୍ଥ ଖର୍ଚ୍ଚ ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଚାକିରି କ୍ଷେତ୍ରରେ ଅଧୀନସ୍ଥ କର୍ମଚାରୀ ହଇରାଣରେ ପକାଇ ପାରନ୍ତି ।
ପ୍ରତିକାର- ଗୋସାଳାରେ ଗୋଖାଦ୍ୟ ଦାନ କରନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬