• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୬ ଫେବୃଆରୀରୁ ୧୨ ଫେବୃଆରୀ ୨୦୨୩: ଏହି ସପ୍ତାହରେ ଆପଣଙ୍କୁ ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିବ

ଏହି ସପ୍ତାହରେ ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି । ନୂଆ ବ୍ୟବସାୟରେ ଅର୍ଥ ଖର୍ଚ୍ଚ ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଏହି ସପ୍ତାହରେ ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିବ ।

Aquarius

କୁମ୍ଭ

Tuesday 07 Feb 2023

କୈାଣସି ଶୁଭ ଖବର ପାଇ ମନରେ ଆନନ୍ଦ ଆସିବ । ବିବାହ ଆଦି ଶୁଭ କର୍ମରେ ଯୋଗ ଦେଇ ପାରନ୍ତି । ରାଜନୀତି କ୍ଷେତ୍ରରେ ବହୁତ୍ ଉପରକୁ ଯାଇ ପାରନ୍ତି । କର୍ମ କ୍ଷେତ୍ରରେ ଚାପ ଗ୍ରସ୍ତ ରହିପାରନ୍ତି । ପାରିବାରିକ ଜୀବନ ଅଭାବ ଅନଟନ ମଧ୍ୟରେ ଦେଖାଦେବ । ଚାକିରିରେ ପଦୋନ୍ନତିରେ ବିଳମ୍ବ ଘଟିବ । ମହିଳା ମାନେ ଅଧିକ ପରିଶ୍ରମ କରିବେ ।

ପ୍ରତିକାର- ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :