• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୬ ଫେବୃଆରୀରୁ ୧୨ ଫେବୃଆରୀ ୨୦୨୩: ଏହି ସପ୍ତାହରେ ଆପଣଙ୍କୁ ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିବ

ଏହି ସପ୍ତାହରେ ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି । ନୂଆ ବ୍ୟବସାୟରେ ଅର୍ଥ ଖର୍ଚ୍ଚ ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଏହି ସପ୍ତାହରେ ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିବ ।

Pisces

ମୀନ

Tuesday 07 Feb 2023

ଶାରିରୀକ ଅସୁସ୍ଥତା ଯୋଗ ରହିଛି । କୈାଣସି ଧାତୁ ବ୍ୟବସାୟରେ ଭଲ ଲାଭ ମିଳିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ଭଲ ଫଳ ପ୍ରଦର୍ଶନ କରିବେ । କର୍ମ କ୍ଷେତ୍ରରେ ପଦୋନ୍ନତି ହୋଇପାରେ । ଚାକିରିରେ ସ୍ଥାନ ନାଶର ସୂଚନା ମିଳିବ । ଅଟକି ଯାଇଥିବା କାର‌୍ୟ୍ୟକୁ ସଂପୂର୍ଣ୍ଣ କରିବେ । ଅତ୍ୟଧିକ ପରିଶ୍ରମ ଦ୍ୱାରା ସଫଳତା ହାସଲ କରିବେ ।

ପ୍ରତିକାର- କେଶର, ବୁଟ , ହଳଦୀ ଆଦିକୁ ଖାଦ୍ୟ ପହାର୍ଥରେ ସାମିଲ୍ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :