• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୬ ଫେବୃଆରୀରୁ ୧୨ ଫେବୃଆରୀ ୨୦୨୩: ଏହି ସପ୍ତାହରେ ଆପଣଙ୍କୁ ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିବ

ଏହି ସପ୍ତାହରେ ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି । ନୂଆ ବ୍ୟବସାୟରେ ଅର୍ଥ ଖର୍ଚ୍ଚ ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଏହି ସପ୍ତାହରେ ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିବ ।

Leo

ସିଂହ

Tuesday 07 Feb 2023

ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତି ପାଇବେ । ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ଅପେକ୍ଷା କରିଥିବା ଖବରଟି ନପାଇ ବ୍ୟସ୍ତ ହୋଇପଡିବେ । ବିଦ୍ୟାର୍ଥୀ ମାନେ ପଢାରେ ପେଛଇବେ ଓ ପରୀକ୍ଷାରେ ଖରାପ ଫଳ ପାଇ ପାରନ୍ତି । ରୋଗର ଉପଶମ ମିଳିବ ।

ପ୍ରତିକାର- ଶ୍ରୀ ବିଷ୍ଣୁଙ୍କର ପୂଜା କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :