• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୬ ଫେବୃଆରୀରୁ ୧୨ ଫେବୃଆରୀ ୨୦୨୩: ଏହି ସପ୍ତାହରେ ଆପଣଙ୍କୁ ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିବ

ଏହି ସପ୍ତାହରେ ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି । ନୂଆ ବ୍ୟବସାୟରେ ଅର୍ଥ ଖର୍ଚ୍ଚ ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଏହି ସପ୍ତାହରେ ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିବ ।

Libra

ତୁଳା

Tuesday 07 Feb 2023

କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ । ଶତୃ ବୃଦ୍ଧି ପାଇବ କିନ୍ତୁ ନିଜଲୋକ ସହାୟତା କରିବେ । ବ୍ୟବସାୟରେ ଆୟ, ବ୍ୟୟ ସମାନ ରହିବ । ପାରିବାରିକ ଜୀବନରେ ଅଶାନ୍ତି ଦେଖା ଦେବ । କୈାଣସି ନୂତନ ଯୋଜନା ଅର୍ଥ ଅଭାବ ଯୋଗୁ ଆରମ୍ଭ ହୋଇ ପାରିବ ନାହିଁ ।

ପ୍ରତିକାର- କୈାଣସି ଅସାହାୟ ବା ଗରିବ ସ୍ତ୍ରୀ ଲୋକଙ୍କୁ ସାହାର‌୍ୟ୍ୟ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :