କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....
ସ୍ୱାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି । କର୍ମକ୍ଷେତ୍ରର ସମସ୍ୟା ଦୃଢ଼ ହସ୍ତରେ ଦମନ କରିବାରେ ସମର୍ଥ ହେବେ। ଛୋଟ ଘଟଣା ପ୍ରତି ଧ୍ୟାନ ଦେଲେ ନିଜ ଲୋକ ସନ୍ଦେହ ପରିସରକୁ ଆସିଯିବେ। ପୂର୍ବ ଶତ୍ରୁତା କାରଣରୁ ବିବାଦୀୟ ଘଟଣାର ଦେଖାଦେବ । ବ୍ୟବସାୟରେ ଉଚ୍ଚ ଫଳ ପ୍ରାପ୍ତି ହେବ । ମହିଳାମାନେ ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣ ହେବେ। ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିପାରନ୍ତି । ପରିବହନରେ ସ୍ଥିତି ମାନ୍ଦା ହେବନାହଁ। ସମସ୍ୟା ମଧ୍ୟରେ ବୁଡି ରହିଥିଲେ ମଧ୍ୟ କୌଣସି କାମକୁ ଅଣଦେଖା କରିପାରିବେ ନାହିଁ । କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ଉପୁଜିଥିବା କିମ୍ବା ନିଜର ପରିବାର ଭିତର ବିବାଦକୁ ପ୍ରତିହତ କରିପାରିବେ ।
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬