କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....
ପାରିବାରିକ ଜୀବନରେ ସୁଖ ଏବଂ ଶାନ୍ତି କଟିବ । ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ । ବନ୍ଧୁତ୍ୱର ସମ୍ପର୍କରେ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ । ଶାରୀରିକ କଷ୍ଟ ଦୂର ହେବ । ରାଜନୀତିରେ ସଫଳତା ପାଇ ପାରନ୍ତି । ବ୍ୟବସାୟରେ ରୋଜଗାର ବୃଦ୍ଧି ଓ ଅନ୍ୟର ସହଯୋଗ ମିଳିବ । ପିଲାମାନଙ୍କ ସହ ଖୁସିରେ ସମୟ କଟାଇବେ । ଧନ ସଂମ୍ପତି ବୃଦ୍ଧି ହୋଇପାରେ । ମହିଳା ମାନେ ବିଶ୍ୱାସୀ ହେବେ । ସରକାରୀ ପ୍ରଶାସନଠାରୁ କ୍ଷତିପୂରଣ ପାଇପାରିବେ । ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ ।
ପ୍ରତିକାର – ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮